Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିମଖଣ୍ଡି ଠାରେ ବିଜେଡି ପକ୍ଷରୁ ଅନୁଷ୍ଠିତ ବୁଥ ସ୍ତରୀୟ କର୍ମୀ ସମ୍ମିଳନୀ ରେ ଯୋଗ ଦେଲେ ଗୋପାଳପୁର ବିଧାୟକ‌ ପ୍ରାର୍ଥୀ ବିକ୍ରମ ପଣ୍ଡା।

ଗୋପାଳପୁର,୧୨/୦୪
ଗୋପାଳପୁର ନିର୍ବାଚନ ମଣ୍ଡଳୀ ବିଜେଡ଼ି ବିଧାୟକ ପ୍ରାର୍ଥୀ ତଥା ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ନିମଖଣ୍ଡି ଗ୍ରାମ ପଞ୍ଚାୟତରେ ଆୟୋଜିତ ବୁଥ ସ୍ତରୀୟ କର୍ମୀ ସମ୍ମିଳନୀ ତଥା ନିର୍ବାଚନୀ ସଭାରେ ଉପସ୍ଥିତ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରି, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଣୋଦିତ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଗୁଡିକ ବିଷୟରେ ଜଣାଇ ସେଗୁଡ଼ିକର ଲାଭ ଉଠାଇବା ପାଇଁ ପ୍ରବର୍ତ୍ତାଇ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମସ୍ତ ବିଜେଡି କର୍ମୀ ଉପସ୍ଥିତ ରହିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories