Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଲଟିଲା ଯାତ୍ରୀବେହୀ ବସ୍, ଦୁଇ ଗୁରୁତର

ବଲାଙ୍ଗୀର: ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିବା ବଳେ ଭାରସାମ୍ୟ ହରାଇ ବସଟି ଓଲଟି ପଡ଼ିଛି । ତେବେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୪୦ ଯାତ୍ରୀ । ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତ ମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବସଟିକୁ ଜବତ କରି ଘଟଣାର ତଦନ୍ତ କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ