Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବିଜେପି ଅପପ୍ରଚାରକୁ ନବୀନଙ୍କ ଜବାବ; କହିଲେ- ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିରୋଧୀଙ୍କୁ ଜବାବ । କହିଲେ- ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଛି ।
ବାରିପଦାରେ ବିଜେଡି ପ୍ରଚାର ସମାବେଶ ପରେ ଖୋଦ ମୁଖ୍ଯମନ୍ତ୍ରୀ ବିଜେପିର ମିଛ ପ୍ରଚାରକୁ ନନ୍ଦା କରିଛନ୍ତି । ବିଜେପି ନେତାମାନେ ମିଛ କହିବାର ସବୁ ସୀମା ପାର କରୁଛନ୍ତି । ସେ କହିଛନ୍ତି, ମୁଁ ସମ୍ପୁର୍ଣ୍ଣ ସୁସ୍ଥ ଅଛି, ରାଜ୍ଯସାରା ବୁଲି ପ୍ରଚାର କରୁଛି ।
ମୁଖ୍ଯମନ୍ତ୍ରୀଙ୍କ ସ୍ବାସ୍ଥ୍ଯକୁ ନେଇ ଅପପ୍ରଚାର କରୁଥିବା ବିଜେପି ନେତାଙ୍କୁ ଏହା ଏକ ଶକ୍ତ ଜବାବ । ମୁଖ୍ଯମନ୍ତ୍ରୀଙ୍କ ବିରୋଧରେ ବାରମ୍ବାର ବିଜେପି ନେତାମାନେ ଅପପ୍ରଚାର କରୁଛନ୍ତି । ଆଜି ନିଜେ ମୁଖ୍ଯମନ୍ତ୍ରୀ ଏହାର ଜବାବ ଦେଇଛନ୍ତି ।