Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମତଦାନ କେନ୍ଦ୍ରକୁ ମୋବାଇଲ ମନା: ଭୋଟର-ଅଧିକାରୀଙ୍କୁ ଅପିଲ୍ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀali

ଭୁବନେଶ୍ବର: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ଏନେଇ ଭୋଟରଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି । ସକାଳୁ ସକାଳୁ ସବୁ ବୁଥ୍‌ରେ ଦେଖିବାକୁ ମିଳୁଛି ପ୍ରବଳ ଭିଡ। କିଛି ବୁଥ୍‌ରେ ଭୋଟର ମୋବାଇଲ ନେଇ ଯାଉଥିବା ଦେଖିବାକୁ ମିଳିଥିବାବେଳେ ଏପରି ନ କରିବାକୁ ଉଭୟ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଅପିଲ କରିଛନ୍ତି ।