Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିନକରେ ସୁନ୍ଦରଗଡ଼ରେ ୧୪ ଅସ୍ୱାଭାବିକ ମୃତ୍ୟୁ: ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା

ଦିନକରେ ସୁନ୍ଦରଗଡରେ ୧୪ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ସୂଚନା । ରାଉରକେଲା ଜେନେରାଲ ହସ୍ପିଟାଲରେ ୧୦ ଜଣଙ୍କ ମୃତ୍ୟୁ । ସୁନ୍ଦରଗଡ ହସ୍ପିଟାଲରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ୪ ଜଣଙ୍କ ମୃତ୍ୟୁ ନେଇ ଏଡିଏମଓ ସୂଚନା ଦେଇଥିବା ବେଳେ ୧୦ ଜଣଙ୍କ ମୃତ୍ୟୁ ନେଇ ଆରଜିଏଚ କର୍ତ୍ତୃପକ୍ଷଙ୍କ ସୂଚନା । ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ