ଆରମ୍ଭ ହେଲା ଭୋଟ୍ ଗଣତି । ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହେବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ପାଇଁ crpf ଯବାନ, ଡିସିପି ଭୁବନେଶ୍ବର ନେତୃତ୍ୱରେ ୮ ଜଣ adcp, ୧୪ acp, ୩୫ ଜଣ inspector, ୨୦୦ ଅଫିସର, ୩୮ ପ୍ଲାଟୁନ୍ ଆର୍ମ ପୋଲିସ ଫୋର୍ସ, ୫ କଂପାନୀ capf ନିୟୋଜିତ ହୋଇଛନ୍ତି ।
ଆରମ୍ଭ ହେଲା ଭୋଟ୍ ଗଣତି
