Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଭୁବନେଶ୍ବର ପଳାଶୁଣି ଛକରେ ସିରିଜ୍ ଦୁର୍ଘଟଣା

ଭୁବନେଶ୍ବର: ଭୁବନେଶ୍ବରରେ ସିରିଜ ଦୁର୍ଘଟଣା । ପଳାଶୁଣିରେ ଏହି ଦୁର୍ଘଟଣା ଘଟିଛି । ଏକ ଟ୍ରକ ଏକାଧିକ କାରକୁ ଧକ୍କା ଦେଇଥିବା ଜଣାପଡିଛି ।
ମଞ୍ଚେଶ୍ବର ଥାନା ଅନ୍ତର୍ଗତ ପଳାଶୁଣିରେ ଏହି ଦୁର୍ଘଟଣା ଘଟିଛି । ଟ୍ରକଟି ଏକାଧିକ କାରକୁ ଧକ୍କା ଦେଇଛି । ଫଳରେ ୫ ଜଣ ଆଡତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ପଳାଶୁଣି ଛକରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ପଳାଶୁରି ଛକରେ ରାସ୍ତାରୋକ କରିଛନ୍ତି ।
ମଞ୍ଚେଶ୍ବର ଥାନା ପୋଲିସ ଦୁର୍ଘଟଣା ଘଟଣା ଥିବା ଗାଡିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।