ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ଭେଟିଲେ ୨ ମୁଖ୍ୟ


ଭୁବନେଶ୍ବର:ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟ ଠାରେ ଉଭୟେ ଶ୍ରୀ ଅହୁଜା ଓ ଶ୍ରୀ ଧଳ ଆଜି ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି।ରାଜ୍ୟରେ ସୁଶାସନ, ସ୍ୱଚ୍ଛ ଓ ନିର୍ମଳ ଶାସନରେ ଜନସାଧାରଣଙ୍କ ସେବା କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ ଉବୟ ଅଦିକାରୀଙ୍କୁ ପରାମର୍ଶ ଦେଇଛନ୍ତି।