Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୁବଳୟା କେ ଜି ବି ଭି ହଷ୍ଟେଲ ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଜେଲ ଗଲା ଅଭିଯୁକ୍ତ ଯୁବକ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ର ଛାତ୍ରୀ ନିବାସ କୁ ପଶି ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଅଭିଯୁକ୍ତକୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି ସୁବଳୟା ପୁଲିସ I ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଛି l ସୂଚନା ଯୋଗ୍ୟ ଯେ ଗତ ଶୁକ୍ରବାର ବିଦ୍ୟୁତ ଲାଇନ ନ ଥିବାର ସୁଯୋଗ ନେଇ କେ ଜି ବି ଭି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଙ୍କ ପୁଅ ଛାତ୍ରୀ ନିବସରେ ପଶି ଜୈନିକ ଛାତ୍ରୀ କୁ ଅସଦାଚରଣ କରୁଥିବା ବେଳେ ଧରା ପଡିଥିଲା I