Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଅପରିବର୍ତ୍ତିତ ରହିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ ।
ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ ।
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।

More Stories