Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେଡି ସାଂସଦ ମମତା ମହାନ୍ତଙ୍କ ଇସ୍ତଫା

ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉକ୍ରଣ୍ଠା ବଢୁଛି।