Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ବଲାଙ୍ଗୀର: ପାଖେଇ ଆସୁଛି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ଲଗ୍ନ ଧାର୍ଯ୍ୟ ହୋଇଛି।
ଏହି ସମୟରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ