Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୨ ଦିନ ବର୍ଷିବ; ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଦୁଇ ଦିନ ହେବ ଅସହ୍ୟ ଗରମରୁ ଆଶ୍ବସ୍ତି ମିଳିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବି ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଏଥିପାଇଁ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହି ଜିଲ୍ଲାଗୁଡିକ ହେଲା କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ସତର୍କତା ଜାରି ହୋଇଛି।

କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ କୁଆପଥର ବୃଷ୍ଟି ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।