Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗୌଡଗlଡ଼ ଗାଁ ରେ ବିଦ୍ୟୁତ ଆଘାତରେ ଜଣକର ମୃତ୍ୟୁ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଗୌଡ ଗlଡ଼ ଗାଁର ଶ୍ରୀବନ୍ତ ପଧାନ ନାମକ ଜଣେ ବ୍ୟକ୍ତି ଙ୍କ ଶୋଚନୀୟ ମୃତ୍ୟୁ ଘଟିଛି I ପ୍ରକାଶ ଯେ ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ଘରକୁ ବିଦ୍ୟୁତ୍ ବିଚ୍ଛିନ୍ନ ହୋଇ ଥିବାରୁ ସେ ବିଦ୍ୟୁତ ସଂଯୋଗ କରୁଥିଲେ I ଉକ୍ତ ସମୟରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ତଳେ ପଡି ଯାଇଥିଲେ I ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଓ ସ୍ଥାନୀୟ ଲୋକେ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନାକୁ ଆଣିଥିଲେ I ସେଠାରେ ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ I