Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଅମରପାଲି ରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗୌରାଙ୍ଗ ଭରାସାଗର ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି , ସ୍ଵେଚ୍ଛାସେବୀ ଶାନ୍ତୀ କ଼ୁମାରୀ ମୁଖ୍ୟବକ୍ତା ଏବଂ ସ୍ବେଚ୍ଛାସେବୀ ଗଦାଧର ବାଦୀ ଓ ସୁରୁନାରାୟଣ ମହାକୁର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ। ମଦନ ସୁନ୍ଦର ଭୋଇ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ। ସଭାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।