Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାଲିଗୁଡା : ସାପ କାମୁଡାରେ ରେ ଜଣେ ମୃତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡ ରେ ସାପ କାମୁଡି ଦେଇଥିଲା । ଏହା ପରେ ପରିବାର ଲୋକ ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଚେଷ୍ଟା କରିଥିଲେ କିନ୍ତୁ ଗାଁ କୁ ରାସ୍ତା ନଥିବାରୁ ବଣ ପାହାଡ ଦେଇ ଆଣିବା ପାଇଁ ସାହସ କରି ପାରିନଥିଲେ l ସକାଳୁ କୌଣସି ମତେ ମେଡିକାଲକୁ ଆଣୁଥିବା ବେଳେ ଅଧା ରାସ୍ତାରେ ଉଷପର ମୃତ୍ୟୁ ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ