Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ମାତୃ ପୀଠ ଠାରେ ବିଜ୍ଞାନ ମେଳା ର ଶୁଭ ଆରମ୍ଭ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

ପାରଳାଖେମୁଣ୍ଡି:୨୭/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଳାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ମାତୃ ପୀଠ ଠାରେ ବିଜ୍ଞାନ ମେଳା ର ଶୁଭ ଆରମ୍ଭ କଲେ ମାନ୍ୟବର ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ, ଏହି ବିଜ୍ଞାନ ମେଳା ଶୁଭ ଆରମ୍ଭ କାର୍ଯ୍ୟକ୍ରମ ରେ ବିଧାୟକ ଙ୍କ ସହ ଅନ୍ୟମାନଙ୍କ ମଧ୍ୟରେ ଗୁମ୍ମା ବ୍ଲକ ଅଧକ୍ଷା ସୁନେମି ମଣ୍ଡଳ, ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତି ଥିଲେ। ବିଧାୟକ ଶ୍ରୀ ପାଣିଗ୍ରାହୀ ଏହି ବିଜ୍ଞାନ ମେଳାରେ ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ବୁଲି ଦେଖିଥିଲେ। ନିଜ ବକ୍ତବ୍ୟ ରେ ବର୍ତ୍ତମାନ ଯୁଗରେ ବିଜ୍ଞାନ ଛାତ୍ର ଛାତ୍ରୀ ମାନଙ୍କ ପାଇଁ କେତେ ଜରୁରୀ ତଥା ଆଧୁନିକ ଯୁଗରେ ବିଜ୍ଞାନ ର ଉପକାରିତା ସମ୍ପର୍କରେ ପିଲାମାନଙ୍କୁ ଉପଦେଶ ପ୍ରଦାନ କରିଥିଲେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ