Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଧବଳମୁଖି ବେଶରେ ଦର୍ଶନ ଦେଲେ ସମ୍ବଲପୁରର ଅଧଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ

ସମ୍ବଲପୁର: ଧବଳମୁଖି ବେଶରେ ଦର୍ଶନ ଦେଲେ ସମ୍ବଲପୁରର ଅଧଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ।ପବିତ୍ର ମହାଳୟା ଦିନ ପିତୃପୁରୁଷଙ୍କୁ ପିଣ୍ଡଦାନ ପରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କଲେ ଗଙ୍ଗା ସ୍ନାନର ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ମା’ ଙ୍କ ଏହି ବେଶକୁ ଗଙ୍ଗା ବେଶ ବୋଲି ମଧ୍ୟ କୁହାଯାଇଥାଏ। ଆଜିଠୁ ଆରମ୍ଭ ହୋଇଛି ନବରାତ୍ର ପୂଜା।ବିଭିନ୍ନ ଶକ୍ତିପୀଠ ଗୁଡିକରେ ମାଆଙ୍କୁ ଭିନ୍ନ ଭିନ୍ନ ରୂପରେ ଆରାଧନା କରାଯାଉଛି। ସେପଟେ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ