Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଢିଲା ଅଡୁଆ; ୧୨ ଯାଏ ବୃଦ୍ଧି ହେଲା ମନୀଷ ସିସୋଦିଆଙ୍କ ନାୟିକ ହେପାଜତ ଅବଧି

 ନୂଆଦିଲ୍ଲୀ: ବଢିଲା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରାଯାଇଛି । କୋର୍ଟ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ମେ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।

ସୂଚନା ଅନୁଯାୟୀ ଜେଲରେ ଥିବା ସିସୋଦିଆ ନିଜ ପତ୍ନୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ଥିବା ଦର୍ଶାଇ ଜାମିନ ଆବେଦନ କରିଥିଲେ । ସିସୋଦିଆଙ୍କ ପତ୍ନୀ ଅଟୋଇମ୍ୟୁନ ଡିସଅର୍ଡର ଭଳି ବିରଳ ରୋଗରେ ପୀଡିତ ଅଛନ୍ତି ।

ଉଲ୍ଲେଖ ଥାଉ କି, ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ୨୬ ଫେବୃଆରୀରେ ସିବିଆଇ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା ଏବେ ସେ ତିହାର ଜେଲରେ ବନ୍ଦୀ ଅଛନ୍ତି ।