Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଅକ୍ଟୋବର ୨୩ ଓ ୨୪ରେ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଅକ୍ଟୋବର ୨୩ ଓ ୨୪ ତାରିଖରେ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶିକା ମନୋରମା ମହାନ୍ତି। ଆସନ୍ତା ୨୨ରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଚିତ୍ର ସ୍ପଷ୍ଟ ହେବ।