Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସଡକ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଫୁଲଚରା ଛକରେ ଗୁରୁବାର ରାତିରେ ସଡକ ଦୁର୍ଘଟଣାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି l ମୃତ ଶିକ୍ଷକ ଜଣକ ହେଲେ ସୁବଳୟା ଥାନା ଅନ୍ତର୍ଗତ ଏକତାଳ ଗ୍ରାମର ବାମଦେବ ସାମନ୍ତରାୟ I ସୂଚନା ଯେ ଗତକାଲି ବିଳମ୍ବିତ ରାତିରେ ସେ କୌଣସି କାମରେ ବୀରମହାରାଜପୁର ରୁ ଏକ ବାଇକ ଯୋଗେ ନିଜ ଘରକୁ ଫେରୁଥିଲେ I ଫୁଲଚରା ଛକ ନିକଟରେ ବାଇକ ଟି ଭାରସାମ୍ଯ ହରାଇ ରାସ୍ତା କଡରେ ଥିବା ସୁରକ୍ଷା ବାଡ଼ରେ ପିଟି ହୋଇ ଯାଇଥିଲେ l ଫଳରେ ସେଠାରେ ତାଙ୍କ ମୃତ୍ୟୁ ହୋଇ ଯାଇଥିବା ଜଣାପଡ଼ିଛି l