Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ନଦୀରେ ଛାତ୍ର ନିଖୋଜ

ଭଦ୍ରକ: ଗାଧୋଇବାକୁ ଯାଇ ସୁବର୍ଣ୍ଣରେଖା ନଦୀରେ ଭାସିଗଲେ ଦଶମ ଶ୍ରେଣୀର ଛାତ୍ର । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।
ସୂଚନାଯୋଗ୍ୟ, ଜଳେଶ୍ୱର ବ୍ଲକ ଗଡ଼ସାହି ବାଲିଆପାଳ ପଞ୍ଚାୟତର ମନୋରଞ୍ଜନ ଦାସଙ୍କ ୧୫ ବର୍ଷର ପୁଅ ସାହିଲ ଦାସ ଓ ତାଙ୍କ ଦୁଇ ଜଣ ସାଙ୍ଗ ଗାଧେଇବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ଗାଧାଉ ଥିବା ବେଳେ ସାହିଲ ନିଖୋଜ ହୋଇଯାଇଥିଲ । ଦୁଇ ଜଣ ସାଙ୍ଗ ଖୋଜାଖୋଜି କରି ନପାଇବାରୁ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଦାର ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଛ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ