Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସେରଗେଡା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ସୁମନ୍ତି ରାଜହଂସ ଙ୍କୁ ମିଳିଲା ରାଜ୍ୟ ସ୍ତରୀୟ ଦୌଡରେ ସ୍ଵର୍ଣ୍ଣ ପଦକ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତ ର ସେର ଗେଡl ଉନ୍ନିତ ଉଚ୍ଚ ବିଦ୍ୟାଳୟ ଛାତ୍ରୀ ସୁମନ୍ତି ରାଜହଂସ, ରାଜ୍ୟ ସ୍ତରୀୟ ଦୌଡକୁଦ ପ୍ରତିଯୋଗୀତା ରେ ହାସଲ କରିଛନ୍ତି ସ୍ଵର୍ଣ୍ଣ ପଦକ l ସେ କେନ୍ଦୁଝର ସ୍ପୋର୍ଟସ୍ କମ୍ପ୍ଲେକ୍ସ ରେ ଚାଲିଥିବା ଓଡିଶା ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୁହ ଦୌଡକୁଦ ପ୍ରତିଯୋଗୀତା ରେ ଅଂଶଗ୍ରହଣ କରିଥିଲେ I ସୁମନ୍ତି 600 ମିଟର ଦୂରତାକୁ 1.48 ମିନିଟ ରେ ଅତିକ୍ରମ କରି ପ୍ରଥମ ସ୍ଥାନ ଅଧିକାର କରି ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି l ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି l