Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଳାର ଅଗ୍ରଣୀ ପ୍ରଗତୀ ମହିଳା ସଙ୍ଗଠନର ସମ୍ପାଦିକା ତନୁଜା ଶତପଥୀ “ଭାରତ ଲିଡରସିପ୍” ପୁରସ୍କାରରେ ସମ୍ବର୍ଦ୍ଧିତ

ପାରଳାଖେମୁଣ୍ଡି:୧୨/୧୧( ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଳାର ଅଗ୍ରଣୀ ପ୍ରଗତି ମହିଳା ସଙ୍ଗଠନର ସଂପାଦିକା ତନୁଜା ଶତପଥୀ ତାଙ୍କ ସଙ୍ଗଠନ ଦ୍ବାରା ଗଜପତି ଜିଲ୍ଳାର ବିଭିନ୍ନ ଅଞ୍ଚଳରେ ବସ ବାସ କରୁଥିବା ମହିଳା ମାନଙ୍କୁ ସସସ୍ତି ଓ ସମାଜ ସେବା କ୍ଷେତ୍ରରେ କାର୍ଯ୍ୟକରି ଆସୁଥିବା ଯୋଗୁଁ ପ୍ରଗତି ମହିଳା ସଙ୍ଗଠନ ର ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ଙ୍କୁ ଭୁବନେଶ୍ବର ସ୍ଥିତ ଜୟଦେବ ଭବନ ଠାରେ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ନାରୀ ସଶକ୍ତି କରଣ ନାରୀ ଜାଗରଣ ଓ ସମାଜସେବା ପାଇଁ ମାନପତ୍ର ଉପଢୌକନ, ମାନପତ୍ର, ମମେଣ୍ଟନଦେଇ ସମ୍ବର୍ଦ୍ଧିତ କରାଯାଇ ଥିଲା

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l