Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ଜମନକିରା ବ୍ଲକ କାର୍ଯ୍ୟାଳୟରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ କୁମାର ଭାମୁ ଙ୍କ ର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ମୋଟ ୫୬ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୪୪ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣି ଠାରେ ୦୧ ଜଣ ହିତାଧିକାରୀ ଙ୍କୁ ହୁଇଲ ଚେୟାର, ୦୧ ଜଣ ହିତାଧିକାରୀ ଙ୍କୁ ଲେପ୍ରସି କିଟ ପ୍ରଦାନ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ