Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ମହା ବିଦ୍ୟାଳୟ ଛାତ୍ରାବାସ ପରିସରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ବିର୍ସା ମୁଣ୍ଡା ଙ୍କ ଜନ୍ମ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି:୧୫/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ମହା ବିଦ୍ୟାଳୟରଛାତ୍ରାବାସ ପରିସରରେ ଅଖିଳ ଭାରତ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଦିନ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି ଏହି ପବିତ୍ର ଦିନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସମସ୍ତ ଜିଲ୍ଲା କାର୍ଯ୍ୟକର୍ତ୍ତା ସମେତ ଜିଲ୍ଲାର ଜିଲ୍ଲା ସଂଯୋଜନ, ଜିଲ୍ଲା ପ୍ରମୁଖ, ନଗର ପ୍ରମୁଖ, ରାଷ୍ଟ୍ରୀୟ ସ୍ବୟଂ ସଂଘ ନଗର କାର୍ଯ୍ୟବାହ ମୁଖ୍ୟ ଅତିଥିଙ୍କୁ ନେଇ ଏହି ସଭା ସଞ୍ଚାଳନ କରାଯାଇଥିଲା। ଏଥିରେ ବହୁ ଛାତ୍ର ନେତା ସମେତ ଛାତ୍ର ମାନେ ଉପସ୍ଥିତ ଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ