Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଫ୍ୟାନରେ ଝୁଲି ନାବାଳକଙ୍କ ଆତ୍ମହତ୍ୟା

ସମ୍ବଲପୁର: ସାଖିପଡାରେ ନାବାଳକଙ୍କ ମୃତ୍ୟୁ । ଫ୍ୟାନରେ ଝୁଲି ନାବାଳକ ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ । ନାବାଳକଙ୍କ ପରିବାର ଲୋକେ ସାଖିପଡ଼ାରେ ଭଡା ଘରେ ରହୁଥିଲେ । ଘରେ କେହି ନଥିବା ବେଳେ ନାବାଳକ ଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନି ।
ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଏପ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ