Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ରେଙ୍ଗାଲି ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ରେଙ୍ଗାଲି ବ୍ଲକ କାର୍ଯ୍ୟାଳୟରେ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜାମ୍ବର ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ମୋଟ ୬୦ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୫୨ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, 8 ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ୧୨ ଟି ଅଭିଯୋଗ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଯାଇଛି ।