Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହଜାର କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ