Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଦାରେ ଲାଗିଲା ନିଆଁ, ଜଳିଗଲା ୧୦ ଏକର ଜମିର ଧାନ

ବରଗଡ଼: ସୋହେଲା ବ୍ଲକ ବୀରଜାମ ଗାଁରେ ଧାନ ଗଦାରେ ନିଆଁ ଲାଗି ଜଳିଗଲା ୧୦ ଏକର ଜମିର ଧାନ । ଚାଷୀମାନେ କ୍ଷେତରୁ ଧାନ ଅମଳ କରି ଖଳାରେ ରଖିଥିଲେ । ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ ।

ଧାନ ଗଦା ହୁତୁହୁତୁ ହୋଇ ଜଳୁଥିବା ଗ୍ରାମବାସୀ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ  ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ