Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାପାଳ ଙ୍କ ଜନଶୁଣାଣୀ

ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସ ,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ