Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କାରରୁ ୧୦ ଲକ୍ଷ ଟଙ୍କା ଜବତ ଘଟଣା: ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସମନ

ଭୁବନେଶ୍ବର: ଟେଣ୍ଡର ଫିକ୍ସିଂରେ ଆସିଲା ପ୍ରମୁଖ ସଚିବ ବିଷ୍ପୁପଦ ସେଠୀଙ୍କ ଡ୍ରାଇଭରକୁ ସମନ୍ । ମର୍ସିଡିଜରୁ ଟଙ୍କା ଜବତ ଘଟଣାରେ ୩ ଅଭିଯୁକ୍ତଙ୍କ ବୟାନ ଆଧାରରେ ପ୍ରମୁଖ ସଚିବ ବିଷ୍ଣୁପଦଙ୍କ ଡ୍ରାଇଭରକୁ ସମନ କରିଛି ସିବିଆଇ । ଇମେଲ ଯୋଗେ ସମନ ଜାରି କରାଯାଇଛି ।

ଏହି ନୋଟିସକୁ ନେଇ ଏବେ ପାୱାର କରିଡରରେ ଚର୍ଚ୍ଚା ଆରମ୍ଭ ହୋଇଛି । କିଏ ସେହି ପ୍ରଭାବଶାଳୀ ଅଫିସର ଯିଏ ଟେଣ୍ଡର ଫିକ୍ସିଂରେ ସମ୍ପୃକ୍ତ ପ୍ରଶ୍ନ ଉଠିବାରେ ଲାଗିଛି । ମର୍ସିଡିଜ ସାଇକେଲ ନେଇଥିବା ପ୍ରଭାବଶାଳୀ ଅଫିସର ଏହି ଟେଣ୍ଡର ଫିକ୍ସିଂରେ ସମ୍ପୃକ୍ତ ଅଛନ୍ତି କି ନାହାନ୍ତି ସେନେଇ ତଦନ୍ତ କରାଯିବ ।