Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ବାର୍ଷିକୀ ଉତ୍ସବ,୨୦୨୩ ଅନୁଷ୍ଠିତ।

ଗୁଡାରି ରାୟଗଡା ଜିଲ୍ଲା ଗୁଣୁପୁର ଠାରେ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ, ରାୟଗଡ ଜିଲ୍ଲା ଶାଖା ପକ୍ଷରୁ, ଗୁଣୁପୁର ଟାଉନ୍ ହଲ୍ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ରାୟଗଡା ଜିଲ୍ଲା ସଭାପତି ଅନୀଲ ସାହୁକାରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ