Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ରାଜଧାନୀରେ ବିଜେଡିର ବିକ୍ଷୋଭ

ଭୁବନେଶ୍ବର: ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ରାଜଧାନୀ ଭୁବନେଶ୍ବରରେ ଆଜି ବିଜେଡି କରିବ ବିକ୍ଷୋଭ । ବିଜେପି ଦେଇଥିବା ପ୍ରତିଶ୍ରୁତି ପାଳନ କରି ନଥିବା, ବିଫଳ ଅର୍ଥନୈତିକ ପରିଚାଳନାକୁ ଟାର୍ଗେଟ କରି ଲୋୟର ପିଏମଜିଠାରେ ଦଳ ପକ୍ଷରୁ ଗଣ ବିକ୍ଷୋଭ କରାଯିବ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଏହି ବିକ୍ଷୋଭ ହେବ । ଏହାପାରେ ଆଗକୁ ବ୍ଲକ ଓ ପଞ୍ଚାୟତ ସ୍ତରରେ ଆନ୍ଦୋଳନ କରାଯିବ ବୋଲି ବିଜେଡି କହିଛି ।