ବୁର୍ଲା ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ କପ୍ – ୨୦୨୫୧ ୦୨୫ରେ କେନ୍ଦ୍ରମନ୍ତ୍ରୀ


ସମ୍ବଲପୁର, ଜାନୁଆରୀ ୧୮ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସମ୍ବଲପୁର ବୁର୍ଲା ଠାରେ ମହିଳା ଫୁଟବଲ୍ ଟୁର୍ନାମେଣ୍ଟ ବୁର୍ଲା କପ୍ – ୨୦୨୫ର ପ୍ରଦର୍ଶନୀ ମ୍ୟାଚରେ ଯୋଗଦେବ ଦିବା ଅବସରରେ १०१७ ଅଲିମ୍ପିକ ପାଇଁ ଓଡ଼ିଆ ପିଲାଙ୍କ ଭାଗିଦାରୀକୁ ବଢାଇବା । ପାଇଁ ପାଇଁ ପ୍ରୟାସ । କରିବାକୁ ଆହ୍ୱାନ କରିଛନ୍ତି ।
‘ବୁର୍ଲା ଆଥଲେଟିକ୍ ଆସୋସିଏସନ’ ପକ୍ଷରୁ ଆୟୋଜିତ ଏହି ଫୁଟବଲ ପ୍ରତିଯୋଗିତା ସମାରୋହରେ ସେ କହିଛନ୍ତି ଯେ ଫୁଟବଲ ମୋର ଅତ୍ୟନ୍ତ ପ୍ରିୟ ଖେଳ । । ବୁର୍ଲା, ହୀରାକୁଦ ସମେତ ସମ୍ବଲପୁରରେ ଫୁଟବଲ ଖେଳ ପ୍ରତି ଯୁବବର୍ଗଙ୍କ ଆଗ୍ରହ ବଢିବା ବହୁତ ସୁଖର କଥା । ଏହି ଅଞ୍ଚଳରେ ଖେଳୁଆଡ ମନୋଭାବକୁ ବଢାଇବା ଦିଗରେ ଏହି ପ୍ରତିଯୋଗିତାର ଆୟୋଜନ ପ୍ରଶଂସନୀୟ । ମହିଳା ଳା ଫୁଟବଲର ଆୟୋଜନ କରି କ୍ରୀଡ଼ା କ୍ଷେତ୍ରରେ ନାରୀଶକ୍ତିଙ୍କୁ । ସେମାନଙ୍କ ଦକ୍ଷତା ଓ ପରାକାଷ୍ଠାକୁ ପ୍ରମାଣିତ କରିବାର ଏକ ପ୍ଲାଟଫର୍ମ ଦେଇଥିବାରୁ ଆସୋସିଏସନର ସମସ୍ତ ସଦସ୍ୟଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।
ବୁର୍ଲା ସମେତ ସମ୍ବଲପୁରରେ କ୍ରୀଡାର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ଯୋଜନା କରିବା ଦରକାର । ବିଶେଷ ଭାବରେ ବରେ ୨୦୩୬ ଅଲିମ୍ପିକରେ ଓଡ଼ିଆ ପିଲାମାନେ କିପରି ଅଧିକରୁ ଅଧିକ ଭାଗ ନେବେ, ଏଥିପାଇଁ ଆମେ ସମସ୍ତେ ପ୍ରୟାସ କରିବା ଦରକାର ବୋଲି ସେ କହିଥିଲେ ।