Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପ ପକ୍ଷରୁ ରକ୍ତଦାନ ଶିବିର

ସମ୍ବଲପୁର: ଗଣତନ୍ତ୍ର ଦିବସ ଉପଲକ୍ଷେ ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପ ତରଫରୁ ଆଜି ହୀରାକୁଦ ସ୍ଥିତ ଦୁର୍ଗମନ୍ଦିର ଛକ ନିକଟସ୍ଥ ଶକ୍ତି କ୍ଲବ ଠାରେ ଏକ ବିଶାଳ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ୬୪ ୟୁନିଟ ରକ୍ତ ବୁର୍ଲା ରକ୍ତ ଭଣ୍ଡାର ଦ୍ୱାରା ସଂଗୃହିତ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ବୁର୍ଲା ରକ୍ତ ଭଣ୍ଡାରର କର୍ମଚାରୀ ଓ ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପର ସଭାପତି ଶ୍ରୀ କରୁଣାକର ବିଶାଳ, ଓ କର୍ମକର୍ତ୍ତା ଶ୍ରୀ ଜଗଦୀଶ ମିଶ୍ର , କେ.ସାଇପ୍ରସଦ ରାଓ, ପ୍ରଧାନ,ମନୋଜ ପ୍ରଧାନ ଶିବ ଗୋବିନ୍ଦ , ପ୍ରତିମା ପ୍ରଧାନ , ଝୁନୀ ପଣ୍ଡା, , ପ୍ରମୁଖ ପରିଚାଳନା କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ