Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ର ଇଣ୍ଡୋର ହଲ ଠାରେ ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ର ଶୁଭାରମ୍ଭ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି:୨୭/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମର ଇଣ୍ଡୋର ହଲ ଠାରେ ବରିଷ୍ଠ ନାଗରୀକଙ୍କ ତୀର୍ଥ ଯାତ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଅଛି ଏଥିରେ ମାନ୍ୟବର ପାରଳା ବିଧାୟକ ଶ୍ରୀ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଯୋଜନାର ଶୁଭ ଉଦଘାଟନ କରିବାସହ ପତାକା ଦେଖେଇ ଶୁଭାରମ୍ଭ କରିଥିଲେ ସେହିପରି ଭାବେ ତୀର୍ଥ ଯାତ୍ରୀ ମାନଙ୍କୁ ବିଧାୟକ ନିଜ ହସ୍ତରେ ଉପହାର ପ୍ରଦାନ କରିଥିଲେ ଏହି ଶୁଭ ଉଦଘାଟନରେ ବିଧାୟକ ସମେତ ଜ଼ିଲ୍ଲାପରିଷଦ ଅଧକ୍ଷ ଜି.ତିରୁପତି ରାଓ, ପୌରପରିଷଦ ଅଧକ୍ଷା ନିର୍ମଳା ସେଠୀ,ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ରାଜେନ୍ଦ୍ର ମିଂଜ଼ ପ୍ରମୁଖ ଉପସ୍ଥିତ ଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories