Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ମୀନକେତନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ମୀନକେତନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୯/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡିର ମୀନକେତନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ କରାଯାଇଅଛି l ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ପାରଳା ବିଧାୟକ ଶ୍ରୀ ଇଂ ରୁପେଶ କୁମାର ପାଣିଗ୍ରାହୀ ଯୋଗଦେଇ ଥିଲେ ସମ୍ମାନୀୟ ଅତିଥିଭାବେ ଉପ ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ଯୋଗଦେଇ ଥିଲେ l ଏହି ଉତ୍ସବ ରେ ବିଧାୟକ ଙ୍କୁ ଭଵ୍ୟ ସ୍ୱାଗତ ଜଣେଇଥିଲେ ଏବଂ ଉତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l