Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାନେଶ୍ବର ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ମାନେଶ୍ବର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ, ସମ୍ବଲପୁର, ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର (ଆଇ.ଏ.ଏସ.) ଙ୍କ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ମୋଟ ୨୨ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୯ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୩ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ୦୮ ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଗଲା ।ଏହି ସମୟରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ହସ୍ତ ଶିଳ୍ପ ଓ ଖାଦ୍ୟ ସାମଗ୍ରୀ ବୁଲି ଦେଖିଥିଲେ। ଏଥିରେ ଜିଲ୍ଲାପାଳଙ୍କ ସହିତ ଉପ ଜିଲ୍ଲାପାଳ ଡ଼ଃ ପୁଷ୍ପାଞ୍ଜଳି ପଣ୍ଡା, ପିଡି ପ୍ରସନ୍ନ ପାତ୍ର ଓ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories