Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ କମିବ ରାତିର ତାପମାତ୍ରା

ଭୁବନେଶ୍ବର: ଆଜିଠୁ କମିବ ରାତି ତାପମାତ୍ରା। ରାତିରେ ହାଲୁକା ଥଣ୍ଡା ଲାଗିପାରେ। ଫଳରେ ଗରମରୁ ସାମାନ୍ୟ ଆଶ୍ୱସ୍ତି ମିଳିବ। ଏନେଇ ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବିଶେଷଜ୍ଞ। ସେହିପରି ୧୬ରୁ ପୁଣି ତାପମାତ୍ରା ବଢ଼ିବ । ଏପରିକି ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ୩୬-୩୭ ଡିଗ୍ରୀ ସେଲସିୟସ୍ ପହଞ୍ଚିପାରେ। ବର୍ତ୍ତମାନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ଅଛି ।