Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭାରତକୁ ପ୍ରତ୍ୟର୍ପଣ ହେବ ଆତଙ୍କବାଦୀ ତହଉର ରାଣା

ମୁମ୍ବାଇ: ଭାରତକୁ ପ୍ରତ୍ୟର୍ପଣ ହେବ ଆତଙ୍କବାଦୀ ତହଉର ରାଣା।ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ରାଣାକୁ ପ୍ରତ୍ୟର୍ପଣ ଲାଗି ଗ୍ରୀନ ସିଗନାଲ ଦେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମିଳିତ ବୈଠକ ପରେ ଏହି ଘୋଷଣା କରିଛନ୍ତି ଟ୍ରମ୍ପ। ଏହି ଆତଙ୍କବାଦୀକୁ ଭାରତ ଅଣାଗଲେ ତାକୁ ତିହାର ଜେଲରେ ହାଇସିକ୍ୟୁରିଟି ବ୍ୟବସ୍ଥା ସମ୍ପନ୍ନ ଓ୍ବାର୍ଡରେ ରଖିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଆମେରିକାର ଲସ୍ ଆଞ୍ଜେଲସ ଜେଲରେ ବନ୍ଦୀ ଥିବା ରାଣାର ସମସ୍ତ ଆବେଦନ ବିଭିନ୍ନ ନିମ୍ନ କୋର୍ଟରେ ଖାରଜ ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ