Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ବର: ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ। ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି।ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ