Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଆଜି ରାଜ୍ୟ ବଜେଟ୍

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ। ଗୃହରେ ଏହି ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏପରିକି ଅର୍ଥନୀତି ସର୍ଭେ ରିପୋର୍ଟରେ, ୨୦୨୩-୨୪ ତୁଳନାରେ ୨୦୨୪-୨୫ରେ କମିଛି ରାଜ୍ୟର ଜିଡିପି ଓ ଶିଳ୍ପ ଅଭିବୃଦ୍ଧି। ଯାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଗଲାଣି। ତେବେ ଚଳିତ ଥର ବଜେଟରୁ ଚାଷୀ, ମହିଳା ଏବଂ ଯୁବପିଢିଙ୍କୁ କଣ ରହିଛି ତାହା ଦେଖିବାକୁ ବାକି ରହିଲା।

More Stories