Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ଆରମ୍ଭ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିକୁ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଗଣ ଅଣ୍ଡାଦାନ କରିବାକୁ ଆସନ୍ତି। ଗଞ୍ଜାମ ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକାଶଯ୍ୟା ପୋଡ଼ମ ପେଟାରେ ସୃଷ୍ଟି ହୋଇଥିବା ଡାଇନାମିକ୍ ବିଚ୍ ରେ ଗଣଅଣ୍ଡାଦାନ ହୋଇଛି। ପ୍ରାୟ ୧୧ ହଜାର କଇଁଛ ଅଣ୍ଡା ଦେଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। କଇଁଛଙ୍କ ସୁରକ୍ଷା ପାଇଁ ତାରବାଡ଼ ମଧ୍ୟ ଲଗାଯାଇଥିଲା। ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ସମୟରେ ସେହି ଅଞ୍ଚଳରେ ମତ୍ସ୍ୟଜୀବୀମାନଙ୍କୁ ସସମୁଦ୍ରକଯିବାକୁ ବାରଣ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ