Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଯୁଜୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର :ଆଜି ଯୁଜୁମୁରା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ, ସମ୍ବଲପୁର, ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର (ଆଇ.ଏ.ଏସ.) ଏବଂ ଆରକ୍ଷୀ ଅଧିକ୍ଷକ, ସମ୍ବଲପୁର, ଶ୍ରୀ ମୁକେଶ ଭାମୁ(ଆଇପିଏସ) ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ମୋଟ ୪୩ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୨୬ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୪ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।୧୫ ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଗଲା । ସହାୟତା ପାଇଁ ରେଡକ୍ରସ ଅଧୀନରେ ୦୨ ଗୋଟି ଏବଂ ସି.ଏମ.ଆର.ଏଫ. ଅଧୀନରେ ୦୧ ଗୋଟି ଆବେଦନ ପ୍ରାପ୍ତ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ