Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଖରା ପାଇଁ କଲେଜ ଓ ୟୁନିଭର୍ସିଟିରେ ସକାଳୁଆ ହେବ ପାଠପଢା

ଭୁବନେଶ୍ବର: କଲେଜ ଓ ୟୁନିଭର୍ସିଟିରେ ସକାଳୁଆ ହେବ ପାଠପଢା। ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି କରାଯାଇଛି। ପ୍ରଚୁର ପାନୀୟ ଜଳ, ଓଆରଏସ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କଲେଜ, ପରୀକ୍ଷା କେନ୍ଦ୍ରରେ ଫାଷ୍ଟ ଏଡ କିଟ୍ ରଖାଯିବ। ଏନେଇ ୟୁନିଭର୍ସିଟିର କୂଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ।