Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବିୟର ବୋତଲରେ ମହାତ୍ମା ଗାନ୍ଧୀଙ୍କ ଫଟୋ

ନୂଆଦିଲ୍ଲୀ: ବିୟର ବୋତଲରେ ମହାତ୍ମା ଗାନ୍ଧୀଙ୍କ ଫଟୋ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି । ଯାହାକୁ ନେଇ ଲୋକମାନେ ଋଷ ନିକଟରେ ଏହି ପ୍ରସଙ୍ଗ ଉଠାଇବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ ନିବେଦନ କରିଛନ୍ତି। ଋଷିଆର ଏକ କେନ୍‌ ବିୟର କମ୍ପାନୀ ଏହା ବନାଇଛି। ଯେଉଁଥିରେ ଗାନ୍ଧୀଜୀଙ୍କ ଫଟୋ ଓ ଦସ୍ତଖତ ମଧ୍ଯ ରହିଛି।