Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବର୍ଷା ନେଇ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ଦୁଇ ଦିନ ପାଇଁ କିଛି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଭଦ୍ରକ ଜିଲ୍ଲାର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ