Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ବର୍ଷା ସହ ବଜ୍ରପାତ ନେଇ ୮ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ସହ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ତା’ପରେ ପାଗ ଶୁଖିଲା ରହିବ । ଗତକାଲି କେତେକ ସ୍ଥାନରେ ପବନ ସହ କୁଆପଥର ବର୍ଷା ହୋଇଥିଲା। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତିକୁ ଆଲର୍ଟ ଜାରି ହୋଇଛି।

More Stories