Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବର୍ଷା ନେଇ ୮ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅଦିନିଆ ବର୍ଷା ଲାଗିରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ଯାହା ଫଳରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି।